#ଉଡ଼ିଲା_ଧର୍ମ_ଧ୍ବଜା
ବେଦ ମନ୍ତ୍ର ପାଠରେ ପ୍ରକମ୍ପିତ ହେଲା ଅଯୋଧ୍ୟାର ଗଗନ ପବନ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ଜନ୍ମଭୂମି ମନ୍ଦିର ଶିଖରରେ ଧର୍ମ ଧ୍ବଜା ସ୍ଥାପନ କରିଛନ୍ତି। ଏପରି ଅଲୌକିକ ଦୃଶ୍ୟ ଦେଖିବାକୁ ଲକ୍ଷ ଲକ୍ଷ ସାଧୁସନ୍ଥ ଓ ଶ୍ରଦ୍ଧାଳୁ ଘଣ୍ଟା ଘଣ୍ଟା ଅପେକ୍ଷା କରି ରହିଥିଲେ ।
#VedicChants#DevoteeGathering#TempleCeremony#DharmaDhwaja#DharmaDhwajaInstallation_Ayodhya#RamTempleCeremony_UttarPradesh#PMModiTempleEvent_Ayodhya#odishareporter
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
