ଧଉଳି ଗଣଦୁଷ୍କର୍ମ ମାଷ୍ଟରମାଇଣ୍ଡ ହାତୀ ଗିରଫ || Dhauli Minor Rape Case || Main Accused Arrested || Crime Scene Recreated ||Odisha Reporter
ଭୁବନେଶ୍ୱର ଧଉଳି ଦୟାନଦୀ ପଠାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ମୁଖ୍ୟ ଅଭିଯୁକ୍ତ ସତ୍ୟ ପ୍ରକାଶ ହାତୀ ଓରଫ ଜୋକର ହାପିକୁ ଗିରଫ କରିଛି କମିଶନରେଟ ପୋଲିସ। ସ୍ପେସାଲ ସ୍କ୍ବାଡ୍ ଓ ଧଉଳି ଥାନା ପୋଲିସ ଗଞ୍ଜାମରୁ ଗିରଫ କରିଛି। ଏହାପରେ ତାକୁ ନେଇ ଘଟଣାସ୍ଥଳରେ କ୍ରାଇମ୍ ସିନ୍ ରିକ୍ରିଏସନ୍ କରିଛି ପୋଲିସ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#Odisha#OdishaCrime_Dhauli#BhubaneswarPolice#MinorSafety_Odisha#GangRapeCase#OdishaNews#JusticeForVictims#CrimeInvestigation#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
