#ମର୍ମନ୍ତୁଦ_ସଡ଼କ_ଦୁର୍ଘଟଣା
ଓଡିଶାରୁ କୋଲକାତା ଫେରୁଥିବା ଘରୋଇ ଯାତ୍ରୀବାହି ବସ ଜଳେଶ୍ୱର ଲକ୍ଷ୍ମଣନାଥ ନିକଟରେ ଦୁର୍ଘଟଣାଗସ୍ତ । ଘଟଣାସ୍ଥଳରେ ଡ୍ରାଇଭର ଓ ହେଲପର ମୃତ । ଆହତ 9ଜଣଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 2 ଜଣଙ୍କୁ ବାଲେଶ୍ୱର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଭୋର୍ 2ଟା ସମୟରେ ପଶ୍ଚିମବଙ୍ଗର ଏକ ଡ଼ଲଫିନ ନାମକ ଘରେଇ ଯାତ୍ରୀବାହି ବସ ୬0ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଦୁର୍ଘଟଣାଗସ୍ତ ହୋଇଥିଲା ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#OdishaReporter#jaleswar#BusAccident
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us