ଡିସିପିଙ୍କ ମୁହଁ ଫଟାଇ ଦେଲେ | Violence Erupts During Cuttack Bhasani Yatra | DCP Injured in Stone Attack | Odisha Reporter
କଟକରେ ଦୁର୍ଗା ପୂଜା ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ । ରାସ୍ତାରେ ଅଟକିଲା ମେଢ । ଦରଘା ବଜାର ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର । କାଚ ଓ ପଥର ମାଡରେ କଟକ ଡିସିପି ରିଷିକେଶ ଖିଲାରୀ ମଧ୍ୟ ଆହତ । ଢେଲା ମାଡ଼ରେ ଡିସିପିଙ୍କ ଆଖି ପତା ଫାଟି ପ୍ରବଳ ରକ୍ତସ୍ରାବ ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#OdishaReporter#Cuttack#bhasanijatra#Tension#StonePelting#DurgaPujaBhasani#dcpinjured
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
