#ସୋସିଆଲ_ମିଡିଆରେ_ପୋଷ୍ଟ_କରିବାରୁ_ମାଡ଼
ଆକ୍ରମଣର ଶିକାର ହୋଇଥିବା ମହିଳା ହେଲେ ଜଗତସିଂହପୁର ଜିଲ୍ଲା ପଟସରା ଗାଁର ରଶ୍ମି ପରିଜା । ଗତକାଲି ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠିୀ ମଧ୍ୟରେ ମାରପିଟ ହୋଇଥିଲା । ଉଭୟ ପକ୍ଷରୁ ଜଗତସିଂହପୁର ସଦର ଥାନାରେ ଏତଲା ହୋଇଛି । ରଶ୍ମି ବିଜେଡିର ଜଣେ ସକ୍ରିୟ କର୍ମୀ । ସେ ସୋସିଆଲ ମିଡିଆରେ ପୋଷ୍ଟ କରୁଥିବାରୁ ତାଙ୍କୁ ଆକ୍ରମଣ କରାଯାଇଥିବା ସେ କହିଛନ୍ତି ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#OdishaReporter#jagatsinghpur#Attack#WomenInjured
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us