#ମୋ_ସହ_କେହି_ଯୋଗାଯୋଗ_କରିନାହାନ୍ତି- ଅରବିନ୍ଦ
ଦଳରୁ ନିଲମ୍ବନ ପରେ ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଥମ ପ୍ରତିକ୍ରିୟା। ମୋତେ କାହିଁକି ନିଲମ୍ବନ କରାଗଲା ମୁଁ ଜାଣିନି।
ପାର୍ଟି ତରଫରୁ ମୋତେ କିଛି କୁହାଯାଇନି, ସୋସିଆଲ୍ ମିଡିଆରୁ ଜାଣିଲି। ମୁଁ କୌଣସି ଦଳବିରୋଧୀ କାମ କରିନି। ଦଳକୁ ଅସୁବିଧାରେ ପକାଇବା ଭଳି କୌଣସି କାମ କରିନି। ମୁଁ ମୋ ନିର୍ବାଚନ କ୍ଷେତ୍ରରେ ଲୋକଙ୍କ ପାଇଁ କାମ କରୁଥିଲି। ମୁଁ କୌଣସି ମେଳିକୁ ଯାଇନି କି ଭୋଜି ଖାଇନି। ମୋ ବାପା ସ୍ବତନ୍ତ୍ର ଓ ବରିଷ୍ଠ ନେତା, ସେ କଣ କରିବେ ତାଙ୍କ କଥା। ତାଙ୍କୁ ବିବାଦ ଭିତରକୁ ଟାଣିବାକୁ ମୁଁ ଚାହୁଁନି- ଅରବିନ୍ଦ
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#Suspension#Bjd#AravindaMohapatra#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us