Advertisment

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ସୂଚନା, ପରୀକ୍ଷା ହଲକୁ ଏଣ୍ଟ୍ରି ସମୟ ସୀମା ବୃଦ୍ଧି |Matric Exam Update! |OR

author-image
Odisha Reporter

ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତିକୁ ନେଇ ବୋର୍ଡ ସଭାପତିଙ୍କ ସୂଚନା । ୯ଟା ୩୦ ପର୍ଯ୍ୟନ୍ତ ସେଣ୍ଟରକୁ ଆସିଲେ ପରୀକ୍ଷା ଦେଇପାରିବେ । ପୂର୍ବରୁ ୯ଟା ୧୫ ମିନିଟ୍ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ ହୋଇଥିଲା । ଏଥିରେ ଆଉ ୧୫ ମିନିଟ୍ ବୃଦ୍ଧି କରାଯାଇଛି କହିଲେ ବୋର୍ଡ ସଭାପତି । କପି ଯୋଗାଇଲେ କିମ୍ବା କିଛି ଅନିୟମିତତା କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ।
#odishareporter#matricexam#bse
Odisha Reporter is one of the best Odia news portal in Odisha. Get all the news updates in Odia.

Advertisment

ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |

YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter

Advertisment
Odisha Odisha Reporter Odisha News National News national news in odia odisha reporter youtube Odisha Education News odia khabar Odisha students news Matric exam 2026 update Odisha matric exam news board president announcement matric entry time extended 9:30 entry rule matric Odisha board exam news matric centre timing update BSE Odisha update matric latest news exam malpractice warning board strict action cheating matric exam guidelines