ମାଆ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ଗଣତି। ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମାଆ ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡିର ଅର୍ଥ ଗଣତି ଆରମ୍ଭ ହୋଇଛି। ଗତ ଜୁଲାଇ ମାସରେ ହୋଇଥିବା ଗଣତିରେ ବାହାରିଥିଲା ୧ କୋଟି ୪ ଲକ୍ଷରୁ ଅଧିକ। ଆଜିର ଗଣତି ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନର ପ୍ରାୟ ୨୫୦ ମହିଳା ସାମିଲ ହୋଇଛନ୍ତି। ତହସିଲଦାରଙ୍କ ତତ୍ତ୍ବବଧାନ, ପରିଚାଳନା କମିଟି ସଦସ୍ୟ ଉପସ୍ଥିତିରେ ପୋଲିସର କଡା ସୁରକ୍ଷା ବଳୟ ମଧ୍ୟରେ ଦାନ ହୁଣ୍ଡି ଖୋଲାଯାଇ ଗଣତି ଚାଲିଛି।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: #MajhigharianiTemple">https://www.instagram.com/odishareporter_official/#MajhigharianiTemple#Rayagada#TempleDonation#HundiCounting#ReligiousNews#Odisha#TempleAffairs#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us