#ଘେଁସରେ_ନିର୍ମାଣ_ହେବ_ଶହୀଦ_ମାଧୋ_ସିଂହ_ସ୍ମାରକୀ
ରାଜ୍ୟସ୍ତରୀୟ ବୀରତା ଦିବସ । ବରଗଡ ଜିଲ୍ଲା ଘେଁସ ଠାରେ ଶହୀଦ ମାଧୋ ସିଂଙ୍କ ବଳିଦାନ ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । ଘେଁସ କଲେଜକୁ ଶହୀଦ ମାଧୋ ସିଂହ ସ୍ମାରକୀ ମହାବିଦ୍ୟାଳୟ ନାମରେ ନାମିତ କଲେ । ଘେଁସରେ ନିର୍ମାଣ ହେବ ଶହୀଦ ମାଧୋ ସିଂହ ସ୍ମାରକୀ, ୧୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ଗାର୍ଲସ ହଷ୍ଟେଲ । କହିଲେ, ‘ଦେଶପାଇଁ ଶହୀଦ ମାଧୋ ସିଂହଙ୍କ ପରି ବଳିଦାନର ଉଦାହରଣ ସମଗ୍ର ବିଶ୍ବରେ ବିରଳ । ଘେଁସର ମହାନାୟକଙ୍କୁ ଉପଯୁକ୍ତ ସମ୍ମାନ ପ୍ରଦର୍ଶନ କରାଯିବ।’
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#mohanmajhi#madhosingh#Odisha#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us