#ବିଜେପିର_ମିଶ୍ରଣ_ପର୍ବ
କେନ୍ଦ୍ରାପଡା ଜିଲ୍ଲା ଆଳି ବିଜେପି ପକ୍ଷରୁ କଳସପୁର ପଞ୍ଚାୟତରେ ଏକ ବିରାଟ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଏହି ମିଶ୍ରଣ ପର୍ବରେ କଳସପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ପ୍ରକାଶ ରାଉତଙ୍କ ସମେତ ୨୦୦ରୁ ଉର୍ଦ୍ଧ୍ବ କର୍ମୀ ବିଜେପିରେ ସାମିଲ ହୋଇଥିଲେ । ଏହି ମିଶ୍ରଣ ପର୍ବରେ ଜିଲ୍ଲା ବିଜେପି ସଭାପତି ଶଶାଙ୍କ ଶେଖର ସେଠୀ, ବିଜେପି ନେତା କୃଷ୍ଣଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗଦେଇ ରାଜ୍ୟ ସରକାରଙ୍କର ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ କର୍ମୀମାନଙ୍କୁ ଅବଗତ କରିଥିଲେ ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#OdishaReporter#BJP#joining#ali#Kendrapada
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
