#ଶ୍ରୀମୟୀଙ୍କ_ନିଶାନାରେ_ନବୀନ_ବିଶ୍ବାସଘାତକ_କିଏ ?
ବିଜେଡିକୁ ପୁଣି ଶ୍ରୀମୟୀ ମିଶ୍ରଙ୍କ ଟାର୍ଗେଟ୍। ଏଥର ସୋସିଆଲ ମିଡିଆରେ ଦଳର ସଭାପତିଙ୍କ ଉଦ୍ଦେଶ୍ୟରେ ପୋଷ୍ଟ କରିବା ସହ ଓ ପାଣ୍ଡିଆନଙ୍କୁ ନିଶାନା କରିଛନ୍ତି। ଲେଖିଛନ୍ତି, ୨ ଜଣ ବିଧାୟକଙ୍କୁ ଦଳରୁ ନିଲମ୍ବିତ କରି "ଅନୁଶାସନ"ର ପାଠ ପଢ଼ାଯାଉଛି। କୁହାଯାଉଛି ସେମାନେ ଦୁର୍ନୀତିଗ୍ରସ୍ତ ଓ ବିଶ୍ୱାସଘାତକ। କିନ୍ତୁ ପ୍ରକୃତ ବିଶ୍ୱାସଘାତକ କିଏ ବୋଲି ପ୍ରଶ୍ନ କରିଛନ୍ତି। ନବୀନଙ୍କ ଉଦ୍ଦେଶ୍ୟରେ ସେ ଲେଖିଛନ୍ତି ଏବେ ଦଳପତି ନିଜେ ନିଜ ଜାଲରେ ଛନ୍ଦି ହୋଇଯାଇଛନ୍ତି। ବୟସ୍କ ବ୍ୟକ୍ତି ବୋଲି ସମ୍ମାନ ଦେଉଛୁ ସତ କିନ୍ତୁ ତାଙ୍କର ଅଣଓଡ଼ିଆ ମୋହ ଆଜି ଓଡ଼ିଶାବାସୀଙ୍କୁ ବାରମ୍ବାର ଅପମାନିତ କରୁଛି।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#BJD#ShreemayeeMishra#NaveenPatnaik#VKPandian#OdishaPolitics#PoliticalRow#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
