କାଲି ସକାଳ 6ରୁ ଓଡ଼ିଶା ବନ୍ଦ ! || Statewide Odisha Bandh on 28th || Navnirman Krushak Sangathan || Odisha Reporter
ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା । ୨୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବନିର୍ମାଣ। ଆଜି ନବନିର୍ମାଣ ଯୁବଛାତ୍ର ସଂଗଠନର ରାଜ୍ୟ ସଂଯୋଜକ ଏମ.ଡ଼ି ମନଓ୍ବର ଅଲ୍ଲୀଙ୍କ ନେତୃତ୍ବରେ ଭୁବନେଶ୍ବରର ସମସ୍ତେ ସମର୍ଥନ ଜଣାଇବା ସହ ଦୋକାନ ବଜାର ଓ ଯାନବାହନ ଚଳାଚଳ ବନ୍ଦ ରଖିବା ପାଇଁ ଶ୍ରୀ ଅଲ୍ଲୀ ନିବେଦନ କରିଥିଲେ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaPolitics_OPCC#OdishaBandh_NabanirmanKrushakSangathan#CongressParty_BhaktaCharanDas#StatewideProtest_Odisha#PaddyProcurement#ElectricityTariff#PublicIssues#FarmersProtest#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
