#ପ୍ରତିରକ୍ଷାରେ_ଲାଗିବ_ଓଡ଼ିଶା_ନିର୍ମିତ_ଡ୍ରୋନ
ଓଡିଶାର ଗଞ୍ଜାମ ଜିଲ୍ଲା ହେବ ଡ୍ରୋନ୍ ଉତ୍ପାଦନ ହବ। ଓଡ଼ିଶା ସରକାର ଗଞ୍ଜାମ ଜିଲ୍ଲାରେ ୩୦୦ କୋଟି ଟଙ୍କାର ଏକ ଉନ୍ନତ ମାନର ମଲ୍ଟି-ଡ୍ରୋନ୍ ଉତ୍ପାଦନ କେନ୍ଦ୍ର ସ୍ଥାପନ ପାଇଁ ଅନୁମୋଦନ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୪ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ରାଜ୍ୟର ଶିଳ୍ପ ଓ ଉତ୍ପାଦନ କ୍ଷେତ୍ରକୁ ମଜବୁତ କରିବା ଲକ୍ଷ୍ୟରେ ଏହି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ରାଜ୍ୟ ସରକାର ଏବଂ ଆଇଜି ଡେ଼ଫେନ୍ସର ସହାଭାଗିତାରେ ଉନ୍ନତ ମାନର ଚାଳକବିହୀନ ଡ୍ରୋନ୍ ସହ ଅନ୍ୟାନ୍ୟ ପ୍ରତିରକ୍ଷା ସରଞ୍ଜାମ ନିର୍ମିତ ହେବ। ତେବେ ଏନେଇ ଆଇଜି ଡିଫେନ୍ସର ବରିଷ୍ଠ ଉପାଧ୍ୟକ୍ଷ ମେଜର ଜେନେରାଲ ଆର୍.ସି. ପାଢୀ କ'ଣ କହୁଛନ୍ତି ଶୁଣନ୍ତୁ...
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#ganjam#dronemanufacturer#Odisha#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
