Advertisment

ଆମ ବସ୍‍ ଚଳାଇବେ ମହିଳା ଡ୍ରାଇଭର || Women E-Bus Drivers || AMA Bus Bhubaneswar || Odisha Reporter

Advertisment

ଆମ ବସ୍‍ ଚଳାଇବେ ମହିଳା ଡ୍ରାଇଭର || Women E-Bus Drivers || AMA Bus Bhubaneswar || Odisha Reporter
ଆମ ବସ୍‍ ଚଳାଇବେ ମହିଳା ଡ୍ରାଇଭର । ପୁନେରେ ଦିଆଯିବ ତାଲିମ। ରାଜ୍ୟରେ ମହିଳା ଯାତ୍ରୀଙ୍କ ସୁରକ୍ଷିତ ଯାତ୍ରା ଓ ସାମ୍ପ୍ରତିକ ପରିସ୍ଥିତିରେ ଜନ ପରିବହନର ବିଶେଷ ଚାହିଦାକୁ ଲକ୍ଷ୍ୟ କରି ମହିଳା ଚାଳକଙ୍କ ଉପରେ ଅଧିକ ଗୁରୁତ୍ଵ ଦେଇଛନ୍ତି । ଆଗାମୀ ଜାନୁଆରୀ ୩୧ ତାରିଖରେ କ୍ରୁଟ୍ ପକ୍ଷରୁ ୨୦ ଜଣ ମହିଳା ଇ-ବସ୍ ଚାଳନା ତାଲିମ ନିମନ୍ତେ ପୁନେ ଯାତ୍ରା କରିବେ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
#OdishaReporter#Crut#amabus#krushnachandramahapatra#womendriver_amabus
Odisha Reporter is one of the best Odia news portal in Odisha. Get all the news updates in Odia.

Advertisment

ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |

YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter

Advertisment
government initiative women Breaking Odisha news smart city transport India women in transport sector transport department Odisha Krushna Chandra Mahapatra Odisha government news women employment scheme electric bus news India urban transport India women passenger safety public transport safety women driver training e bus training Pune women empowerment Odisha public transport reform India women e bus drivers women bus drivers Odisha Reporter
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe