ଗତ କିଛି ଦିନ ହେଲା ଅଣନିଶ୍ୱାସୀ ହୋଇପଡ଼ିଲେଣି ବିମାନ ଯାତ୍ରୀ । ଇଣ୍ଡିଗୋ ପାଇଁ ଉପୁଜିଥିବା ସମସ୍ୟା ଚରମ ସୀମାରେ ପହଞ୍ଚିଲାଣି । ଏପରି ସ୍ଥଳେ ଯାତ୍ରୀଙ୍କ ସୁବିଧା ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ଏନେଇ କ'ଣ କହୁଛନ୍ତି ଶୁଣନ୍ତୁ...
#odishareporter#indigo#bhubaneswarairport
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us