Advertisment

ପୀତବାସ ପଣ୍ଡା ହତ୍ୟାମାଷ୍ଟର ମାଇଣ୍ଡ ବିକ୍ରମ ପଣ୍ଡା | Odisha Reporter

author-image
Odisha Reporter

#ବ୍ରହ୍ମପୁରର_ପୂର୍ବତନ_ମେୟର_ଶିବଶଙ୍କର_ଦାସ_ମଧ୍ୟ_ଗିରଫ
ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ପର୍ଦ୍ଦାଫାସ୍‌ କଲା ପୋଲିସ । ହତ୍ୟାକାଣ୍ଡରେ ସଂପୃକ୍ତି ଅଭିଯୋଗରେ ପୂର୍ବତନ ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଗିରଫ କରିଛି ପୋଲିସ । କାଲି ରାତିରେ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଥିଲା ପୋଲିସ । ଦୀର୍ଘ ସମୟ ଜେରା ପରେ ଆଜି ବିକ୍ରମଙ୍କୁ ଗିରଫ ଦର୍ଶାଇଛି ପୋଲିସ । ବିକ୍ରମଙ୍କ ସହ ତାଙ୍କ ଘନିଷ୍ଠ ସହଯୋଗୀ ଆଇନଜୀବୀ ମଦନ ଦଳାଇ ଏବଂ କର୍ପୋରେଟର ମଳୟ ବିଷୋୟୀଙ୍କୁ ମଧ୍ୟ ଗିରଫ କରାଯାଇଛି ।
Odisha Reporter is one of the best Odia news portal in Odisha. Get all the news updates in Odia.

Advertisment

ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |

YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#bikrampanda#berhampur#pitabaspandaissue#Odisha#OdishaReporter

Advertisment
Odisha National News oriya news today odia khabar oriya samachar odia news live ajira odia news news in odia today news ajira khabar odisha reporter youtube latest oriya news national news in odia Odisha Reporter odia news odia breaking news latest odia news Odisha News