#ଗଜପତି_ମହାରାଜଙ୍କ_ରାଜାଭିଷେକ_ନୀତି
ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜାଭିଷେକ ନୀତି । ଶ୍ରୀନଅର ପରିସରରେ ଗଜପତି ମହାରାଜଙ୍କ ରାଜାଭିଷେକ ନୀତି ଅନୁଷ୍ଠିତ ହୋଇଛି। ପରମ୍ପରା ଅନୁସାରେ ପୁଷ୍ୟା ନକ୍ଷତ୍ର ତିଥିରେ ଗଜପତି ମହାରାଜ ସିଂହାସନ ଆରୋହଣ କରିବା ସହ ଅଭିଷେକ ନୀତି କରାଯାଏ । ଗଜପତିଙ୍କ ପୁଷ୍ୟାଭିଷେକ ନୀତି ପାଇଁ ଆଜି ସନ୍ଧ୍ୟାରେ ଶ୍ରୀନଅରରେ ବିଶେଷ ନୀତି କରାଯାଇଛି।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#gajapati#rajabhisheka#puri#Odisha#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
