ରିଲ୍ସ କରୁଥିଲେ ଆକ୍ସନ ! || Law Minister Slams Reel Culture Inside Lok Seva Bhawan || Odisha Reporter
ଲୋକସେବା ଭବନରେ ମାଳ ମାଳ ଭାଇରାଲ୍ ରିଲ୍ସକୁ ନେଇ ଆଇନ୍ ମନ୍ତ୍ରୀଙ୍କ ଉଦବେଗ । କହିଲେ ଲୋକସେବା ଭବନରେ କାର୍ଯ୍ୟ କରୁଥିବା ବ୍ୟକ୍ତି ହୁଅନ୍ତୁ କି ବାହାର ଲୋକ ହୁଅନ୍ତୁ, ସେଠାରେ ରିଲ୍ସର କୌଣସି ଅବକାଶ ନାହିଁ । ଏହା ଠିକ୍ କଥା ନୂହେଁ । ଆଗକୁ ଗୃହ ବିଭାଗ ଲୋକ ସେବା ଭବନ ସୁରକ୍ଷା କର୍ମୀଙ୍କୁ ତାଗିଦ୍ କରିବ । ଯଦି ହେଉଛି ଲୋକ ସେବା ଭବନ ସୁରକ୍ଷା କର୍ମୀ ଓ ପୋଲିସ ବିଭାଗ ପଦକ୍ଷେପ ନେବେ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#OdishaReporter#loksebabhawan#Reels#PrithvirajHarichandan
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us