ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ Arpita Choudhury || Human Sagar Death Case ||Odisha Reporter
ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ଅର୍ପିତ ଚୌଧୁରୀ । ଆଗୁଆ ଜାମିନ ପାଇଁ ସେ ହାଇକୋର୍ଟଙ୍କ ନିକଟରେ ଆବେଦନ କରିଛନ୍ତି । ସୌମେଶ ଶତପଥୀଙ୍କ ସହ ସେ ମିଳିତ ଆବେଦନ କରିଛନ୍ତି । ସୌମେଶ, ଅର୍ପିତାଙ୍କ ସମେତ ୯ ଜଣଙ୍କ ବିରୋଧରେ ଏତଲା ଦାୟର କରିଛନ୍ତି ହ୍ୟୁମାନ ଙ୍କ ମାଆ।
#OdishaCrime_HumanSagar#OdishaLegal_ArpitaChoudhury#OdishaHighCourt_Case#OdishaMusicIndustry#AnticipatoryBai#SingerDeathCase#HighCourtProceedings#FIRRegistered#OdishaReporter
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
