ଲୋକଙ୍କୁ ଦେଖି ରହିଗଲା ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି । ରାସ୍ତାରେ ଅଟକି ମହିଳାଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ। ବାଲେଶ୍ଵର ଦିନିକିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ନୀଳଗିରିରେ ପହଞ୍ଚି ଏକଦା ପଦଯାତ୍ରାର ଉଦଘାଟନ ସାରି ଫେରିବା ବାଟରେ ମହିଳାଙ୍କ ଅଭିଯୋଗ ଶୁଣିବା ସହ ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।। Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: #OdishaReporter">https://www.instagram.com/odishareporter_official/#OdishaReporter#CM#Balesore
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
