ଅଡ଼ୁଆରେ ପଡ଼ିଲେ ଅନୁଭବ || Anubhav Mohanty Faces Legal Heat || HC Dismisses Petition || Odisha Reporter
ଅଭିନେତା ଅନୁଭବ ମହାନ୍ତିଙ୍କ ବଢ଼ିଲା ଅଡୁଆ । ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି । ଏଥି ସହିତ ଅନୁଭବଙ୍କ ବିରୋଧରେ ମାମଲା ଚାଲିବ ବୋଲି କହିଛନ୍ତି ହାଇକୋର୍ଟ । ଅନୁଭବ ଓ ତାଙ୍କ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ପତ୍ନୀ ବର୍ଷା । ଅନୁଭବଙ୍କ ଘରେ ଥିବା ବେଳେ ସେ ମାନସିକ ନିର୍ଯାତନା ପାଉଥିବା ଅଭିଯୋଗ କରିଥିଲେ । ଏନେଇ ନିମ୍ନ ଅଦାଲତରେ ଚାଲିଥିଲା ମାମଲା । ମାମଲା ଖାରଜ ପାଇଁ ଆବେଦନ କରିଥିଲେ ଅନୁଭବ ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#LegalNews_AnubhavMohanty#OdishaHighCourt_Case#CelebrityCase_Odisha#ActorAnubhavMohanty#HighCourtOrder#DomesticDisputeCase#MentalHarassmentAllegation
#CourtProceedings#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
