Advertisment

ବନପାଳଙ୍କୁ ଘେରିଯାଇ ଜୋତାରେ ପିଟିଲେ | Odisha Reporter

author-image
Odisha Reporter

#ଘେରିଯାଇ_ଜୋତାରେ_ପିଟିଲେ
ଶ୍ରମିକଙ୍କ ବକେୟା ଟଙ୍କା ପ୍ରଦାନ ଦାବିରେ ଶିମିଳିପାଳ ଅଭୟାରଣ ମଧ୍ୟରେ ବନ କର୍ମଚାରୀମାନଙ୍କୁ ଗ୍ରାମବାସୀମାନେ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି । ଏହାର ଏକ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଗ୍ରାମବାସୀମାନେ ବନପାଳଙ୍କୁ ଜୋତାରେ ନିର୍ଧୂମ ମାଡ଼ ମାରୁଥିବା ବେଳେ ଅଟକାଇବାକୁ ଯାଇଥିବା ଅତିରିକ୍ତ ବନ ସଂରକ୍ଷକ ମଧ୍ୟ ଆକ୍ରମଣର ଶିକାର ହୋଇଛନ୍ତି। ଶିମିଳିପାଳ ଅଭୟାରଣ୍ୟ ଉତ୍ତର ବନଖଣ୍ଡ ଅନ୍ତର୍ଗତ ବରେହିପାଣି ରେଞ୍ଜ କାର୍ଯ୍ୟାଳୟରେ ଏହି ଘଟଣା ଘଟିଛି ।
Odisha Reporter is one of the best Odia news portal in Odisha. Get all the news updates in Odia.

Advertisment

ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |

YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#OdishaReporter#forestguard#similipal#Mayurbhanj#Attack

Advertisment
Odisha Odisha Reporter Odisha News National News latest odia news odia breaking news national news in odia latest oriya news odisha reporter youtube today news news in odia ajira odia news odia news live oriya news today odia news oriya samachar ajira khabar odia khabar