#ଆହାର_ଭୋଜନ_ମୂଲ୍ୟ_୨୩_ଟଙ୍କାରୁ_୨୭_ଟଙ୍କା_ବୃଦ୍ଧି
ଆହାର’ ପାଇଁ ଏଣିକି ବ୍ୟୟ ବହନ କରିବେ ରାଜ୍ୟ ସରକାର। ୨୦୨୫-୨୬ରୁ ୨୦୨୯-୩୦ ପର୍ଯ୍ୟନ୍ତ ୫ ବର୍ଷରେ ବ୍ୟୟ ହେବ ୫୧୨ କୋଟି। ଆହାର ଭୋଜନ ମୂଲ୍ୟ ୨୩ ଟଙ୍କାରୁ ୨୭ ଟଙ୍କା ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି। ରାଜ୍ୟ କ୍ୟାବିନେଟ ବୈଠକ ପରେ ନିଷ୍ପତ୍ତି ସଂପର୍କରେ ଆଜି ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। କହିଛନ୍ତି, ହିତାଧିକାରୀଙ୍କ ଅବଦାନ ୫ ଟଙ୍କାରେ ଅପରିବର୍ତ୍ତିତ ରହିବ। ରାଜ୍ୟ ସରକାର ‘ଆହାର’ ବାବଦକୁ ସବସିଡିରେ ୨୨ ଟଙ୍କା ବହନ କରିବେ। ଏଭଳି ଭାବେ ଆଜି ୪ଟି ବିଭାଗର ୫ଟି ପ୍ରସ୍ତାବ ଉପରେ ମୋହର ମାରିଛି କ୍ୟାବିନେଟ୍।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#aaharcenter#odishagovt#Bhubaneswar#Odisha#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
