#ଭଡ଼ାରେ_ଘର_ଦେବେ_ସରକାର
ସହରରେ ଆଉ ରହିବନି ଘର ଭଡ଼ା ଟେନସନ । ଏଣିକି ସହରୀ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧୀନସ୍ଥ ଅବ୍ୟବହୃତ ଘର ଗୁଡ଼ିକୁ ଭଡ଼ା ସୂତ୍ରରେ ଦିଆଯିବ । ପ୍ରଧାନମନ୍ତ୍ରୀ ସହରାଞ୍ଚଳ ଆବାସ ଯୋଜନା 2.0 ମାଧ୍ୟମରେ ସୁଲଭ ମୂଲ୍ୟରେ ଭଡ଼ା ଘର ଯୋଗାଇ ଦେବେ ସରକାର ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#OdishaReporter#Houserent#Bhubaneswar#Odishagovt#urbandevelopment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us