#8ଟି_ବୁଥ_ପାଇଁ_ହେଲିକ୍ୟାପଟରର_ବ୍ୟବସ୍ଥା
ଆଜି ଠାରୁ ନୂଆପଡ଼ା ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ସହ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନୂଆପଡାରେ ଉପଜିଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀମାନେ। 20 ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ନାମାଙ୍କନ ପ୍ରକ୍ରିୟା। 22ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ 24ରେ ପ୍ରତ୍ୟାହାର କରି ପାରିବେ ପ୍ରାର୍ଥୀ। ମାଓପ୍ରବଣ ଅଞ୍ଚଳରେ ଥିବା 47ଟି ସମ୍ବେଦନଶୀଳ ବୁଥ ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । 8ଟି ବୁଥ ପାଇଁ ହେଲିକ୍ୟାପଟରର ବ୍ୟବସ୍ଥା ହୋଇଛି। ଯେଉଁଥିରେ ପୋଲିଂ ଅଧିକାରୀ ମାନେ ହେଲିକ୍ୟାପ୍ଟରରେ ଯାଇ ଭୋଟିଂ ସାରି ଫେରିବେ। 14 କମ୍ପାନୀ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମୁତୟନ ହେବେ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#nuapada#Odisha#byelection#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us