#ପିଲାଙ୍କ_ସହ_ବସି_ମିଡ_ଡେ_ମିଲ_ଖାଇଲେ_ପର୍ଯ୍ୟଟନ_ସଚିବ | Odisha Reporter
ରାଜ୍ୟ ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା କନ୍ଧମାଳ ଜିଲ୍ଲାର ନୋଡ଼ାଲ ଅଧିକାରୀ ବଲବନ୍ତ ସିଂ ଦିନିକିଆ ଦାରିଙ୍ଗବାଡ଼ି ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ! ଏହି ଗସ୍ତ ସମୟରେ ସେ ଦାରିଙ୍ଗବାଡ଼ି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପହଞ୍ଚି ଜନଜାତି ଛାତ୍ରଙ୍କ ସହ ମଧ୍ୟାହ୍ନ ଭୋଜନ କରିଥିଲେ !
#Odisha#OdishaReporter#Baliguda
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
