Advertisment

ମୁହଁରେ ସ୍ପ୍ରେ ମାରି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ | Odisha Reporter

author-image
Odisha Reporter

#ମୁହଁରେ_ସ୍ପ୍ରେ_ମାରି_ଯୁବତୀଙ୍କୁ_ଦୁଷ୍କର୍ମ_ଅଭିଯୋଗ
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅଞ୍ଚଳରୁ ଆସିଛି ସାଂଘାତିକ ଅଭିଯୋଗ । ଯୁବତୀ ଜଣଙ୍କ ଗତକାଲି ନିଜ ଅଫିସ୍ କାମ ସାରି ଘରକୁ ଫେରୁଥିବାବେଳେ ତିନି ଜଣ ମୁଖାପିନ୍ଧା ଯୁବକ ପ୍ରଥମେ ତାଙ୍କୁ ଅସଦାଚରଣ କରିଥିଲେ । ପରେ ମୁହଁରେ ସ୍ପ୍ରେ ମାରି ଅଚେତ ଅବସ୍ଥାରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏନେଇ ଥାନାରେ ଏତଲା ପରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି ବୋଲି ବୀରମହାରାଜପୁର ଏସଡିପିଓ ସୂଚନା ଦେଇଛନ୍ତିl
#OdishaReporter#sonepur#rapealligation
Odisha Reporter is one of the best Odia news portal in Odisha. Get all the news updates in Odia.

Advertisment

ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |

YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#sonepur#rapealligation

Advertisment
Odisha National News oriya news today odia khabar oriya samachar odia news live ajira odia news news in odia today news ajira khabar odisha reporter youtube latest oriya news national news in odia Odisha Reporter odia news odia breaking news latest odia news Odisha News