'୨୭ରୁ ୨୯ ତିନିଦିନ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୭ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼. ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୮ରେ ସାରା ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବାବେଳେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଅତିପ୍ରବଳ ବର୍ଷା ହୋଇପାରେ । ' - ମନୋରମା ମହାନ୍ତି, ନିର୍ଦ୍ଦେଶକ, ଭୁବନେଶ୍ବର ପାଣିପାଗ କେନ୍ଦ୍ର
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#cyclone#odisha#news#update#weather#odishareporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
