Advertisment

ବସକୁ ପିଟିଲା ଟ୍ରକ୍: ୩ ଜଣ ଯାତ୍ରୀ ଗୁରୁତର | Odisha Reporter

author-image
Odisha Reporter

#ବସକୁ_ପିଟିଲା_ଟ୍ରକ୍
ବାଲେଶ୍ୱର ଜିଲ୍ଲା ବସ୍ତା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବସକୁ ଏକ ଟ୍ରକ୍ ଧକ୍କା ଦେବାରୁ ୩ ଜଣ ଯାତ୍ରୀ ଗୁରୁତର । ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଭେଲୋରା ଛକ ନିକଟରେ ଏହି ଦୁର୍ଘଟଣା ହୋଇଛି । ଏହେସାନ୍ ନାମକ ଘରୋଇ ବସକୁ ଏକ ଟ୍ରକ ଧକ୍କା ଦେଇଥିଲା। ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୩୫ ଜଣ ଯାତ୍ରୀଙ୍କୁ ନେଇ ବସ ଟି ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିଲା । ତେବେ ବସକୁ ପଛପଟୁ ଧକ୍କା ଦେଇଥିଲା ଏକ ଟ୍ରକ । ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।
#OdishaAccident_Balasore#HighwayCrash#RoadSafety#BreakingNews
#BusAccident#TruckCollision#NH60Accident#OdishaNewsToday#BusTruckCrash_Balasore#HighwayAccident_Basta#TrafficAlert_NH60
Odisha Reporter is one of the best Odia news portal in Odisha. Get all the news updates in Odia.

Advertisment

ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |

YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter

Advertisment
Odisha National News oriya news today odia khabar oriya samachar odia news live ajira odia news news in odia today news ajira khabar odisha reporter youtube latest oriya news national news in odia Odisha Reporter odia news odia breaking news latest odia news Odisha News