‘ସମସ୍ତଙ୍କୁ ଜେରା କରିବୁ’ || Human Sagar Death Case: 9 Named in FIR | Mother Shefali Suna’s Complaint | DCP Reacts || Odisha Reporter
ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ମା’ ଶେଫାଳୀ ସୁନାଙ୍କ ଏତଲା ପ୍ରସଙ୍ଗ । କଟକ ଅତିରିକ୍ତ ଡିସିପି ଅମରେନ୍ଦ୍ର ପଣ୍ଡାଙ୍କ ପ୍ରତିକ୍ରିୟା । ୯ ଜଣଙ୍କ ନାଁରେ ଏତଲା ଦେଇଛନ୍ତି ଶେଫାଳୀ ସୁନା । ଏତଲାକୁ ଭିତ୍ତି କରି ତଦନ୍ତ ହେବ,ବିଭିନ୍ନ ଦଫାରେ ମାମଲା ରୁଜୁ । ଯେଉଁମାନଙ୍କ ନାଁ ଏତଲାରେ ଅଛି ସେମାନଙ୍କୁ ନୋଟିସ୍ କରି ଡକାଯିବ ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#OdishaReporter#ADCP#Cuttack#humansagarcase#CommissioneratePolice
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
