Advertisment

୨୬ରେ ଲଘୁଚାପ !

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୬ ତାରିଖରେ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୬ ତାରିଖରେ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବା ପରେ କେଉଁ ରୂପ ନେବ ତାହା ସ୍ପଷ୍ଟ ହୋଇନି। ତେବେ ଏହି ଲଘୁଚାପ ବାତ୍ୟା ରୂପ ନେବ ନା ନାହିଁ ତାହା ସ୍ପଷ୍ଟ ହୋଇ ନ ଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। 

Advertisment
Bhubaneswar Weather Report Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe