ଆସୁଛି ଆଉ ଏକ ଲଘୁଚାପ! ଏହି ସବୁ ସ୍ଥାନରେ ପ୍ରବଳ ବର୍ଷିପାରେ

ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେବ।

Rain

Representational Image

Jitendra Garnayak
  • Published: Friday, 08 November 2024
  • Updated: 08 November 2024, 04:52 PM IST

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ସୂଚନା ଦେଇଛି। 

ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେଇପାରେ। ଲଘୁଚାପରେ ପରିଣତ ହେବା ପରେ ଏହା ପଶ୍ଚିମ ଦିଗକୁ ଗତି କରିବ। 

Also Read

ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ୧୨ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ତାମିଲନାଡୁ, କେରଳ ଓ ପୁଡୁଚେରୀରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story