Advertisment

ଆସୁଛି ଆଉ ଏକ ଲଘୁଚାପ! ଏହି ସବୁ ସ୍ଥାନରେ ପ୍ରବଳ ବର୍ଷିପାରେ

ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେବ।

Rain

Rain

Advertisment

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ସୂଚନା ଦେଇଛି। 

Advertisment

ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେଇପାରେ। ଲଘୁଚାପରେ ପରିଣତ ହେବା ପରେ ଏହା ପଶ୍ଚିମ ଦିଗକୁ ଗତି କରିବ। 

ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ୧୨ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ତାମିଲନାଡୁ, କେରଳ ଓ ପୁଡୁଚେରୀରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ। 

Advertisment
Low Pressure
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe