ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳର କେଉଁ ସ୍ଥାନ ଦେଇ ଅତିକ୍ରମ କରିବ ବାତ୍ୟା ? କେତେ ରହିବ ତୀବ୍ରତା ? ପବନର ବେଗ କେତେ ରହିବ ? ଲାଣ୍ଡଫଲ୍ କରିବ ନା ତାପୂର୍ବରୁ ଦୁର୍ବଳ ପଡ଼ିବ ? ଏମିତି ଚର୍ଚ୍ଚା ଭିତରେ ଆସିଛି ବାତ୍ୟାର ନୂଆ ଗତିପଥ। ଓଡ଼ିଶା ଉପକୂଳକୁ ହିଟ୍ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦ୍ବୀପ ମଝିରେ ଅତିକ୍ରମ କରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ଆହୁରି ୨୪ ଘଣ୍ଟା ବର୍ଷିବ
ଆଜି ସକାଳେ ଟ୍ୱିନ୍ ସିଟି ସମେତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି।
Weather
ଆହୁରି ୪୮ ଘଣ୍ଟା ବର୍ଷା! ତା'ପରେ ବଢ଼ିବ ଶୀତ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Weather
ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
Weather
କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ବର୍ଷା ହୋଇଛି ନୟାଗଡ଼ ଜିଲ୍ଲା ରଣପୁରରେ।