ଓଡ଼ିଶାକୁ ହିଟ୍‌ କରିବ ବାତ୍ୟା

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି ।

Manoj Swain
  • Published: Monday, 21 October 2024
  • Updated: 21 October 2024, 02:23 PM IST

Sports

Latest News

ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟାଟି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos