ଅଧିକ ପ୍ରଭାବିତ ହୋଇପାରେ ଉତ୍ତର ଓଡ଼ିଶା | Odisha Reporter
ସମୁଦ୍ରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଆସନ୍ତାକାଲି ବାତ୍ୟାର ରୂପ ନେବ। ପରେ ଭୀଷଣ ବାତ୍ୟାରେ ପରିଣତ ହୋଇ ୨୪ ତାରିଖ ରାତି ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ। ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ଏହାର ବେଶି ପ୍ରଭାବ ରହିବ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସହ ପବନ ହେବ: IMD ଡିଜି
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
