Advertisment

ଲ୍ୟାଣ୍ଡଫଲ୍ କଲା ‘ମିଗ୍‌ଜୋମ୍‌’

ଆନ୍ଧ୍ରପ୍ରଦେଶରେ ସ୍ଥଳଭାଗ ଛୁଉଁଛି ବାତ୍ୟା ‘ମିଗଜୋମ’। ଭୀଷଣ ବାତ୍ୟାର ରୂପ ନେଇ ଆନ୍ଧ୍ରପ୍ରଦେଶର ସ୍ଥଳଭାଗରେ ତାଣ୍ଡବ ରଚୁଛି ବାତ୍ୟା। ଏହା ଦକ୍ଷିଣ ଆନ୍ଧ୍ରର ବାପଟ୍‌ଲା ନିକଟରେ ଲ୍ୟାଣ୍ଡଫଲ୍ କରିଛି। ଲ୍ୟାଣ୍ଡଫଲର ପ୍ରକ୍ରିୟା ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ।

Advertisment

ଆନ୍ଧ୍ରପ୍ରଦେଶରେ ସ୍ଥଳଭାଗ ଛୁଉଁଛି ବାତ୍ୟା ‘ମିଗଜୋମ’। ଭୀଷଣ ବାତ୍ୟାର ରୂପ ନେଇ ଆନ୍ଧ୍ରପ୍ରଦେଶର ସ୍ଥଳଭାଗରେ ତାଣ୍ଡବ ରଚୁଛି ବାତ୍ୟା। ଏହା ଦକ୍ଷିଣ ଆନ୍ଧ୍ରର ବାପଟ୍‌ଲା ନିକଟରେ ଲ୍ୟାଣ୍ଡଫଲ୍ କରିଛି। ଲ୍ୟାଣ୍ଡଫଲର ପ୍ରକ୍ରିୟା ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ। ଲ୍ୟାଣ୍ଡଫଲ୍ ସ୍ଥଳରେ ପବନ ବେଗ ୯୦ରୁ ୧୧୦ କିମି ରହିଛି। ଆଜି ମଧ୍ୟରାତ୍ର ବେଳକୁ ବାତ୍ୟା ଦୁର୍ବଳ ହୋଇଯିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ବାତ୍ୟା ପ୍ରଭାବରେ ଭୀଷଣ କ୍ଷୟକ୍ଷତି ଆଶଙ୍କା ରହିଛି। ମାଟି ଘରେ ଅଧିକ ବିପଦ ଏବଂ ଫସଲ ବିଶେଷ ଭାବରେ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। 

Advertisment
Andhra Pradesh IMD Mrutyunjay Mohapatra Cyclone Michaung
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe