ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ଏକ ବତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।୨୪ ତାରିଖରେ ପୁରୀ, ଖୋର୍ଦ୍ଧା, ଗଂଜାମ, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରପଡ଼ା, କଟକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ତେବେ ଏହି ବାତ୍ୟା କେଉଁ ସ୍ଥାନରେ ମାଡ଼ ହେବ ? ଓଡ଼ିଶା ଉପରେ ରହିବ କେତେ ପ୍ରଭାବ ? ଶୁଣନ୍ତୁ କ’ଣ କହୁଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ଶରତ ସାହୁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ଆହୁରି ୨୪ ଘଣ୍ଟା ବର୍ଷିବ
ଆଜି ସକାଳେ ଟ୍ୱିନ୍ ସିଟି ସମେତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି।
Weather
ଆହୁରି ୪୮ ଘଣ୍ଟା ବର୍ଷା! ତା'ପରେ ବଢ଼ିବ ଶୀତ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Weather
ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
Weather
କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ବର୍ଷା ହୋଇଛି ନୟାଗଡ଼ ଜିଲ୍ଲା ରଣପୁରରେ।