ଆଜି ଅବପାତରେ ପରିଣତ ହେବ ସମ୍ଭାବ୍ୟ ବାତ୍ୟା ‘ଦାନା’

ଆଜି ଅବପାତର ରୂପ ନେବ ସମ୍ଭାବ୍ୟ ବାତ୍ୟା। ଆସନ୍ତାକାଲି ଏହା ବାତ୍ୟାର ରୂପ ନେବ ବୋଲି ସ୍ପଷ୍ଟ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

Cyclone

Representational Image

Niharika Rout
  • Published: Tuesday, 22 October 2024
  • Updated: 22 October 2024, 07:40 AM IST

ଆଜି ଅବପାତର ରୂପ ନେବ ସମ୍ଭାବ୍ୟ ବାତ୍ୟା। ଆସନ୍ତାକାଲି ଏହା ବାତ୍ୟାର ରୂପ ନେବ ବୋଲି ସ୍ପଷ୍ଟ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ୨୪ ରାତି କିମ୍ବା ୨୫ ତାରିଖ ଭୋରରୁ ଓଡ଼ିଶାରେ ଭୀଷଣ ବାତ୍ୟା- ‘ଦାନା’ ମାଡ଼ ହେବା ନେଇ ଚିତ୍ର ସ୍ପଷ୍ଟ ହୋଇଛି।

ପୁରୀରୁ ପଶ୍ଚିମ ବଙ୍ଗର ସାଗର ଦୀପ ମଧ୍ୟରେ ଏହା ଅତିକ୍ରମ କଲାବେଳକୁ ପବନର ବେଗ ୧୨୦ କିଲୋମିଟର ପାଖାପାଖି ଯିବ ବୋଲି ପୂର୍ବାନୁମାନ କରିଛନ୍ତି ଆଇଏମଡି ଡିଜି।

ଏହାର ପ୍ରଭାବରେ ଭଦ୍ରକ ଓ ବାଲେଶ୍ବର ଉପକୂଳରେ ଉଚ୍ଚ ଜୁଆର ବି ଆସିପାରେ। ୨୪ ଓ ୨୫ ତାରିଖରେ ବେଶି ବର୍ଷା ହେବା ନେଇ ବି ଅନୁମାନ କରିଛନ୍ତି IMD ଡିଜି । ସେପଟେ ଗଭୀର ସମୁଦ୍ର ଭିତରେ ଲଘୁଚାପ କ୍ଷେତ୍ର ଯେତିକି ଶକ୍ତିଶାଳୀ ହେଉଛି, ଓଡ଼ିଶା ଲୋକଙ୍କ ମନରେ ଅକ୍ଟୋବର ବାତ୍ୟା ଛନକା ସେତିକି ବଢୁଛି।

Also Read

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବି ୨୪ ତାରିଖରେ ୭ ଜିଲ୍ଲାକୁ ପ୍ରବଳ ବର୍ଷାର ଚେତାବନୀ ଦେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ୨୫ରେ କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story