ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଆସନ୍ତାକାଲି ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ। ଏହା ଦିଗ ପରିବର୍ତ୍ତନ କରିଥିବାରୁ ଓଡ଼ିଶାରେ ବାତ୍ୟାର ପ୍ରଭାବ ପଡିବ ନାହିଁ। ଶୁଣନ୍ତୁ ଏନେଇ କଣ କହୁଛନ୍ତି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ଦିଲ୍ଲୀ ଅବସ୍ଥା ସାଙ୍ଘାତିକ! ୨୦୦ରୁ ଊର୍ଦ୍ଧ୍ୱ ବିମାନ ସେବା ବିଳମ୍ବ
ଦିଲ୍ଲୀରେ ଏୟାର କ୍ୱାଲିଟି ଇଣ୍ଡେକ୍ସ (AQI) ବା ବାୟୁ ଗୁଣବତ୍ତା ସୂଚକାଙ୍କ ନିମ୍ନସ୍ତରକୁ ଖସି ଆସିଛି।
Weather
ବଦଳୁଛି ପାଗ, ୧୫ରୁ ବଢ଼ିବ ଶୀତ!
ଉପକୂଳ ଓଡ଼ିଶା ସହ କିଛି ଜାଗାରେ ହାଲୁକା ବର୍ଷା ସମ୍ଭାବନାର ସମ୍ଭାବନା ରହିଛି। ଉପକୂଳ ଓ ମୟୂରଭଂଜ, କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା।
Weather
ଆସୁଛି ଆଉ ଏକ ଲଘୁଚାପ! ଏହି ସବୁ ସ୍ଥାନରେ ପ୍ରବଳ ବର୍ଷିପାରେ
ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେବ।
National
ଅଣନିଶ୍ୱାସୀ ଦିଲ୍ଲୀ, ପ୍ରାୟ ୭୦% ପରିବାର ପ୍ରଦୂଷଣ ଜନିତ ରୋଗରେ ପୀଡିତ
ଦୀପାବଳି ପରେ ବିଶ୍ୱର ସବୁଠାରୁ ପ୍ରଦୂଷିତ ସହର ପାଲଟିଛି ଜାତୀୟ ରାଜଧାନୀ ଦିଲ୍ଲୀ। ସର୍ବେକ୍ଷଣ ଅନୁସାରେ ଦିଲ୍ଲୀ-ଏନସିଆର ଅଞ୍ଚଳରେ ୬୯ ପ୍ରତିଶତ ପରିବାର ଗଳା ଯନ୍ତ୍ରଣା ଏବଂ କାଶ ଭଳି ପ୍ରଦୂଷଣ ଜନିତ ରୋଗରେ ପୀଡିତ ଅଛନ୍ତି।