Advertisment

ଗଭୀର ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ। ଏହା ଦିଗ ପରିବର୍ତ୍ତନ କରିଥିବାରୁ ଓଡ଼ିଶାରେ ବାତ୍ୟାର ପ୍ରଭାବ ପଡିବ ନାହିଁ।

Advertisment

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଆସନ୍ତାକାଲି ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ। ଏହା ଦିଗ ପରିବର୍ତ୍ତନ କରିଥିବାରୁ ଓଡ଼ିଶାରେ ବାତ୍ୟାର ପ୍ରଭାବ ପଡିବ ନାହିଁ। ଶୁଣନ୍ତୁ ଏନେଇ କଣ କହୁଛନ୍ତି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।

Advertisment
Weather Report Odisha IMD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe