ଭସେଇ ନେବ ମହାନଦୀ ! | Odisha Reporter
ଉପରମୁଣ୍ଡରେ ବର୍ଷା ଯୋଗୁ ଫୁଲୁଛି ମହାନଦୀ । ଏହାରି ଭିତରେ ଆସୁଛି ବଡ ବର୍ଷା। ୨୬ କିମ୍ବା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ଥିବାରୁ ବହୁତ ସ୍ଥାନରେ ବର୍ଷା ହେବ । ପଶ୍ଚିମ ଓଡିଶାରେ ଦିନେ ଦୁଇ ଦିନ ବର୍ଷା ଲାଗି ରହିବ । ତା ପରେ ଉପକୂଳ ଓଡ଼ିଶାରେ ବର୍ଷିବ। ଏ ନେଇ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
