ଉପରମୁଣ୍ଡରେ ବର୍ଷା ଯୋଗୁ ଫୁଲୁଛି ମହାନଦୀ । ଏହାରି ଭିତରେ ଆସୁଛି ବଡ ବର୍ଷା। ୨୬ କିମ୍ବା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ଥିବାରୁ ବହୁତ ସ୍ଥାନରେ ବର୍ଷା ହେବ । ପଶ୍ଚିମ ଓଡିଶାରେ ଦିନେ ଦୁଇ ଦିନ ବର୍ଷା ଲାଗି ରହିବ । ତା ପରେ ଉପକୂଳ ଓଡ଼ିଶାରେ ବର୍ଷିବ। ଏ ନେଇ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ବିପଦ ସଂକେତ ଉପରେ ଜଳକା ଓ ବୈତରଣୀ, ଘାରିଲାଣି ବନ୍ୟା ଭୟ
ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଉଛି।
Weather
ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୬ଟି ଜିଲ୍ଲାରେ ପ୍ରବଳ ଓ ୨ଟିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୱାର୍ଣ୍ଣିଂ ଜାରି
ଲଘୁଚାପ କ୍ଷେତ୍ର ଓ ତତ୍ପରବର୍ତ୍ତୀ ଗଭୀର ଅବପାତ ଯୋଗୁ ରାଜ୍ୟରେ ବର୍ଷା ଜାରି ରହିଛି।
Weather
ଆହୁରି ଛେଚିବ; ଆଜି ଓ ଆସନ୍ତାକାଲି କେଉଁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ ଜାଣନ୍ତୁ
ଗତ ୨୪ ଘଣ୍ଟାରେ ବାଲେଶ୍ୱରର ଭୋଗରାଇରେ ସର୍ବାଧିକ ୧୨୫ ମିମି ବର୍ଷା ରେକର୍ଡ କରାଯାଇଛି।
Weather
ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷିବ, ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Weather
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ୪୮ ଘଣ୍ଟାରେ ଅବପାତ
ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ବର୍ଷା ଲାଗି ରହିବାର ସମ୍ଭାବନା ରହିଛି।