Advertisment

ଭସେଇ ନେବ ମହାନଦୀ !

ଉପରମୁଣ୍ଡରେ ବର୍ଷା ଯୋଗୁ ଫୁଲୁଛି ମହାନଦୀ । ଏହାରି ଭିତରେ ଆସୁଛି ବଡ ବର୍ଷା। ୨୬ କିମ୍ବା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ଥିବାରୁ ବହୁତ ସ୍ଥାନରେ ବର୍ଷା ହେବ । ପଶ୍ଚିମ ଓଡିଶାରେ ଦିନେ ଦୁଇ ଦିନ ବର୍ଷା ଲାଗି ରହିବ ।

Advertisment

ଉପରମୁଣ୍ଡରେ ବର୍ଷା ଯୋଗୁ ଫୁଲୁଛି ମହାନଦୀ । ଏହାରି ଭିତରେ ଆସୁଛି ବଡ ବର୍ଷା। ୨୬ କିମ୍ବା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ଥିବାରୁ ବହୁତ ସ୍ଥାନରେ ବର୍ଷା ହେବ । ପଶ୍ଚିମ ଓଡିଶାରେ ଦିନେ ଦୁଇ ଦିନ ବର୍ଷା ଲାଗି ରହିବ । ତା ପରେ ଉପକୂଳ ଓଡ଼ିଶାରେ ବର୍ଷିବ। ଏ ନେଇ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।

Advertisment
Odisha Mahanadi River
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe