ଶୀତ ସାଙ୍ଗକୁ କଲବଲ କରିବ କୁହୁଡି! ଆଗାମୀ ୩ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲାରେ କୁହୁଡ଼ି ହୋଇପାରେ। ସେହି ସମୟରେ ଦୁର୍ଘଟଣାର ହେବାର ସମ୍ଭାବନା ରହିଛି। ଗୁରୁବାର କେନ୍ଦୁଝର, ଝାରସୁଗୁଡ଼ା, କଳାହାଣ୍ଡି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।
Also Read
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଶୁକ୍ରବାର ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ରାୟଗଡ଼ା ଓ ଝାରସୁଗୁଡ଼ାରେ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
ସେହିପରି ଶନିବାର ଗଞ୍ଜାମ, ଗଜପତି, ରାୟଗନା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁହୁଡିହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ପାଣିପାଗକେନ୍ଦ୍ର ସତର୍କ ସୂଚନା ଜାରି କରିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Weather
ବର୍ଷା, ବିଜୁଳି, ପବନ ସହିତ କୁଆପଥର ମାଡ଼; ଜାଣନ୍ତୁ, କେଉଁ ସବୁ ଜିଲ୍ଲା ପାଇଁ ଜାରି ହେଲା ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ
ଆଗାମୀ ୪-୫ ଦିନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Weather
୯ ଜିଲ୍ଲାରେ ହେବ ବର୍ଷା!
ଆଗାମୀ ତିନି ଦିନିରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

Weather
ମାଘ ମାସରେ ୩୬ ଡିଗ୍ରୀ ଟପିଲା ତାତି, କ’ଣ ଏହା ପଛର କାରଣ
ହଠାତ୍ ପାଗରେ କାହିଁକି ଏହି ପରିବର୍ତ୍ତନ ହେଲା? ଏହା ସାମୟିକ ନା ବସନ୍ତ ନ ଆସୁଣୁ ବୈଶାଖ ଆରମ୍ଭ ହେଲା ବୋଲି ଧରି ନିଆଯିବ?

Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Weather
ଆଜି ବି ଥରାଇବ ଶୀତ, କାଲି ବଢ଼ିବ କୁହୁଡ଼ି
ବିଶେଷକରି ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ନୟାଗଡ଼ କେନ୍ଦୁଝର ମୟୂରଭଂଜରେ କୁହୁଡ଼ି ସମ୍ଭାବନା ରହିଛି।