ଶୀତ ସାଙ୍ଗକୁ କଲବଲ କରିବ କୁହୁଡି!

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଶୁକ୍ରବାର ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ରାୟଗଡ଼ା ଓ ଝାରସୁଗୁଡ଼ାରେ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।

Fog

Representative Image

Manoranjan Sial
  • Published: Wednesday, 08 January 2025
  • Updated: 08 January 2025, 03:34 PM IST

ଶୀତ ସାଙ୍ଗକୁ କଲବଲ କରିବ କୁହୁଡି! ଆଗାମୀ ୩ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲାରେ କୁହୁଡ଼ି ହୋଇପାରେ। ସେହି ସମୟରେ ଦୁର୍ଘଟଣାର ହେବାର ସମ୍ଭାବନା ରହିଛି। ଗୁରୁବାର କେନ୍ଦୁଝର, ଝାରସୁଗୁଡ଼ା, କଳାହାଣ୍ଡି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।

Also Read

ସେହିପରି ଶନିବାର ଗଞ୍ଜାମ, ଗଜପତି, ରାୟଗନା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁହୁଡିହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ପାଣିପାଗକେନ୍ଦ୍ର ସତର୍କ ସୂଚନା ଜାରି କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story