ଉପକୂଳ ଓ ପଶ୍ଚିମ ଓଡ଼ିଶାରେ କାଳବୈଶାଖୀର ତାଣ୍ଡବ

ଟ୍ବିନ୍‌ ସିଟି କଟକ ଓ ଭୁବନେଶ୍ବରରେ ଲାଗି ରହିଛି ଝିପିଝିପି ବର୍ଷା ।

Manoj Swain
  • Published: Wednesday, 20 March 2024
  • Updated: 20 March 2024, 03:53 PM IST

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବିଜୁଳି, ଘଡ଼ଘଡି ସହ ବର୍ଷା। ସେହିଭଳି ଟ୍ବିନ୍‌ ସିଟି କଟକ ଓ ଭୁବନେଶ୍ବରରେ ଲାଗି ରହିଛି ଝିପିଝିପି ବର୍ଷା, ଜନଜୀବନ ପ୍ରଭାବିତ। ତେବେ କେବେ କମିବ ବର୍ଷା ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos