Advertisment

ରାଜଧାନୀ ଭୁବନେଶ୍ବରରେ ପ୍ରବଳ ବର୍ଷା

ରାଜଧାନୀ ଭୁବନେଶ୍ବରରେ ପ୍ରବଳ ବର୍ଷା । ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି । ଏନଏଚ୍-୧୬ ଉପରେ ଟ୍ରାଫିକ୍ ଜାମ୍ ।

Advertisment

ଅସରାଏ ବର୍ଷାରେ ବେହାଲ୍‌ ହୋଇଛି ରାଜଧାନୀ ଭୁବନେଶ୍ୱର। ବର୍ଷା ପାଣି ଡ୍ରେନ୍‌ରେ ପାସ୍‌ କରିନପାରିବାରୁ ରାସ୍ତାରେ ଲହଡି ମାରୁଛି। ସେପଟେ ୧୬ ନମ୍ୱର ଜାତୀୟ ରାଜପଥର ଇସ୍କନ୍‌ ସମ୍ମୁଖର ଅବସ୍ଥା କଥା ନକହିବା ଭଲ। ଏଠି ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଯେଉଁଥିପାଇଁ ଗାଡ଼ି ଚଳାଚଳ ଏକ ପ୍ରକାର ଠପ୍‌ ହୋଇଯାଇଛି।

Advertisment
Heavy Rain Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe