Advertisment

ଅକ୍ଟୋବର, ପୁଣି ବାତ୍ୟା ଛନ୍‌କା

ଆସନ୍ତା ୧୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

author-image
Manoj Swain

ଆସନ୍ତା ୧୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୧ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ପାଣିପାଗ ବିଶେଷଜ୍ଞ କଣ କହୁଛନ୍ତି ଶୁଣନ୍ତୁ ।

Advertisment
Weather Report