ଆସନ୍ତା ୧୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୧ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ପାଣିପାଗ ବିଶେଷଜ୍ଞ କଣ କହୁଛନ୍ତି ଶୁଣନ୍ତୁ ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
୨୧ ତାରିଖ ଯାଏଁ ବର୍ଷା! ଚିନ୍ତାରେ ଚାଷୀ
ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେପଟେ ବର୍ଷା ହେଲେ ଏକର ଏକର ଫସଲର ଧାନ ନଷ୍ଟ ହେବା ଆଶଙ୍କାରେ ଚାଷୀ।
Weather
କମିବ ଶୀତ, ବଢ଼ିବ ତାପମାତ୍ରା; ହୋଇପାରେ ବର୍ଷା
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆଗାମୀ ୪୮ ଘଣ୍ଟା ଭିତରେ କୋରାପୁଟ ଓ କନ୍ଧମାଳରେ ଘନ କୁଡୁଡି ହେବାର ସମ୍ଭାବନା ରହିଛି।
Weather
ରାଜ୍ୟରେ ଅସହ୍ୟ ଶୀତ: ୧ ଡିଗ୍ରୀକୁ ଖସିଲା ପାରଦ, କେଉଁଠି ଜାଣନ୍ତୁ
ରାଜ୍ୟ ଆହୁରି ଶୀତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି।
Weather
ବଦଳିଲା ପାଗର ମିଜାଜ୍; ଟ୍ୱିନ୍ ସିଟିରେ ବର୍ଷା
ରାଜ୍ୟରେ ସ୍ୱଳ୍ପ ଧରଣର ବର୍ଷା ପ୍ରଭାବରେ ୨ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ।
Weather
ଚାଷୀଙ୍କୁ ଧାନ ଅମଳ ଚିନ୍ତା; ୮ ଓ ୯ ତାରିଖରେ ବର୍ଷା!
ରାଜ୍ୟର କିଛି ଜିଲ୍ଲାରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ତେଣୁ ପ୍ରବର ଶୀତ ହେବ ବୋଲି ଆକଳନ କରାଯାଉଛି।